ସେହିପରି ପୋଖରୀ ଭିତରେ ପଶି କେମିକାଲ ଅଏଲ ବୋଝେଇ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ସୂଚାନ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଚେମେଣା ନିକଟରେ ଏକ କେମିକାଲ ଅଏଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ରାସ୍ତାକଡ଼ ପୋଖରୀରେ ପଶି ଦୁର୍ଘଟଣା ଗ୍ରସ୍ତ ହୋଇଛି।
ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି। ଗାଡିଟି କେନ୍ଦୁଝରରୁ କଲିକତା ଅଭିମୁଖେ ଯାଉଥିବା ସମୟରେ ଭୋର୍ ରୁ ଏହି ଘଟିଛି ଦୁର୍ଘଟଣା। ଖବର ପାଇ ତୁରୁମୁଙ୍ଗା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।