ଘରେ କେହି ନ ଥିବା ବେଳେ ଦୁର୍ବୃତ୍ତ ଘରକୁ ପଶି ଆସି ଆକ୍ରମଣ କରିଥିଲେ । ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବାବେଳେ ଭଉଣୀ କାନୁନ କୁମାରୀ ଜୈନଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।
ତେବେ ଲୁଟ ଉଦ୍ୟମ ବେଳେ ହତ୍ୟା ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଘଟଣା ଘଟିବାର ବହୁ ବିଳମ୍ବରେ ପୋଲିସ ପହଂଚିଥିବାରୁ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା ।