ଅଧିକ ପଢନ୍ତୁ ଓଡ଼ିଶା ଖବର
ଅନ୍ୟପଟେ କଟକ ଆସନ ଉପରେ ବି ନଜର ରହିଛି । ଏଠାରେ ଭର୍ତ୍ତୃହରି ମହତାବଙ୍କୁ ବିଜେପି ଟିକେଟ ଦେଇଥିବା ବେଳେ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି ସଂତୃପ୍ତ ମିଶ୍ର । ଅନ୍ୟପଟେ ତୃତୀୟ ପର୍ଯ୍ୟାୟରେ ଅନେକ ହାଇପ୍ରୋଫାଇଲ ବିଧାନସଭା ଆସନରେ ବି ଭୋଟିଂ ହେବ । ବାରବାଟୀ କଟକ, ଚୌଦ୍ବାର, କଟକ, କଟକ ସଦର, ଜୟଦେବ, ଭୁବନେଶ୍ବର ମଧ୍ୟ, ଭୁବନେଶ୍ବର ଉତ୍ତର, ଏକାମ୍ର ଭୁବନେଶ୍ବରରେ ଭୋଟ୍ ଗ୍ରହଣ ହେବ ।