Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ନାମାଙ୍କନ ଭରିବେ ଧର୍ମେନ୍ଦ୍ର ପ୍ରଧାନ, ମା' ସମଲେଶ୍ୱରୀଙ୍କୁ ଦର୍ଶନ କରି ଜିଲ୍ଲାପାଳ ଅଫିସ ପହଁଚିବେ କେନ୍ଦ୍ରମନ୍ତ୍ରୀ
ଦେହ ବ୍ୟବସାୟ ସନ୍ଦେହରେ ଦୁଇ ଜଣ ମହିଳା ସମେତ ଦୁଇ ଜଣ ଯୁବକକୁ ମାଡ଼
ଅର୍ଗସ ବ୍ୟୁରୋ: ଦେହ ବ୍ୟବସାୟ ସନ୍ଦେହରେ ଦୁଇ ଜଣ ମହିଳା ସମେତ ଦୁଇ ଜଣ ଯୁବକକୁ ଗଛରେ ବାନ୍ଧି ନିସ୍ତୁକ ମାଡ଼। ବାଲେଶ୍ବର ଜିଲ୍ଲା ଭୋଗରାଇ ଥାନା ଲକ୍ଷ୍ମୀପାଟଣା ଗାଁରେ ଏକ କୁଡିଆ ଘରେ ସେକ୍ସ ରାକେଟ ଚାଲିଥିବା ଅଭିଯୋଗ ହୋଇଛି । ପଶ୍ଚିମବଙ୍ଗର ଜଣେ ଯୁବକ ଆସି କିଛି ମହିଳାଙ୍କୁ ରଖି ଦେହ ବ୍ୟବସାୟ କରୁଥିବା ଅନୁମାନ କରି ବାରମ୍ବାର ବିରୋଧ କରୁଥିଲେ ଗ୍ରାମବାସ
ବିଜେଡି ଛାଡ଼ିଲେ ମଙ୍ଗଳ ସାହୁ, ସୁପ୍ରିମୋଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର
ଅର୍ଗସ ବ୍ୟୁରୋ: ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ମଙ୍ଗଳ ସାହୁ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ପୂର୍ବରୁ ମଙ୍ଗଳ ସାହୁ ଝାରସୁଗୁଡ଼ାର ଜିଲ୍ଲା ବିଜେପି ସଭାପତି ଥିବାବେଳେ, ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିଲେ । ଆଜି ଘର ବାହୁଡ଼ା କରିବା ସହ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇପାରନ୍ତି । ଅଧିକ ପଢ଼ନ୍ତୁ ଓଡିଶ