ଏଥିପାଇଁ ୬ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା ଏବଂ ସମ୍ବଲପୁରକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, କଟକ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।
ଆହୁରି ପଢନ୍ତୁ ପାଣିପାଗ ଖବର...