ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ରଘୁନାଥ ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Download Argus News App
