ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ-
- ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ
- ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD
- ଶ୍ରୀ ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ,
- ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ଦିବ୍ୟସିଂହ ଦେବ ଙ୍କ ପ୍ରତିନିଧି
- ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି
- ଶ୍ରୀ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି
- ଶ୍ରୀ ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି
- ଶ୍ରୀ ଜଗନ୍ନାଥ କର , ସେବକ ପ୍ରତିନିଧି
- ଶ୍ରୀ ଗଣେଶ ମେକାପ, ଭଣ୍ଡାର ମେକାପ ସେବକ
- ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିର ର ଉପମୁଖ୍ୟ ପ୍ରଶାସକ.
- ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ.