ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡ଼ିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ… — Mohan Charan Majhi (@MohanMOdisha) November 25, 2024