ପରେ ମହାବୀର ବଜାର ପୂଜା ପ୍ରତିଷ୍ଠାନ ପକ୍ଷରୁ ପାଳନ ହେଉଥିବା ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଢ଼େଙ୍କାନାଳ ସହରରେ ବିଭିନ୍ନ ପୂଜା ପେଣ୍ଡାଲକୁ ଯାଇ ମାଆଙ୍କୁ ଦର୍ଶନ କରିଛନ୍ତି।
ପରେ ମହାବୀର ବଜାର ପୂଜା ପ୍ରତିଷ୍ଠାନ ପକ୍ଷରୁ ପାଳନ ହେଉଥିବା ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ଏହି ସବୁ ଜିଲାରେ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ।
ବାତ୍ୟା ମୁକାବିଲାର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ
ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ପ୍ରଭାବିତ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପାଇଁ ସ୍କୁଲ ବନ୍ଦ ହେବ କି ନାହିଁ, ତାହା ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇ କହିଥିଲେ। ମନ୍ତ୍ରୀ କହିଥିଲେ, ଜିଲାପାଳମାନଙ୍କୁ ଏଥିପାଇଁ ଅଧିକାର ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସେମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବେ। ଯେଉଁଠି ଆବଶ୍ୟକ ପଡ଼ିବ, ଜିଲାପାଳ ସ୍କୁଲ ଛୁଟି ଘୋଷଣା କରିପାରିବେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର ....
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଢ଼େଙ୍କାନାଳ ସହରରେ ବିଭିନ୍ନ ପୂଜା ପେଣ୍ଡାଲକୁ ଯାଇ ମାଆଙ୍କୁ ଦର୍ଶନ କରିଛନ୍ତି।
ପରେ ମହାବୀର ବଜାର ପୂଜା ପ୍ରତିଷ୍ଠାନ ପକ୍ଷରୁ ପାଳନ ହେଉଥିବା ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ କ୍ରମାଗତ ୬ଟି ବିଜୟ ପରେ ନ୍ୟୁଜିଲାଣ୍ଡଠାରୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା।
The way Virat is enjoying the Kirtan, he has totally lost in this moment 🥹❤️ pic.twitter.com/mVdnsWNxxy — Virat Kohli Fan Club (@Trend_VKohli) October 21, 2024
ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ, କରଓ୍ବାଚୌଥ୍ ୨୦୨୪ ଅବସରରେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ମୁମ୍ବାଇର କୃଷ୍ଣ ଦାସ କୀର୍ତ୍ତନରେ ଅଂଶଗ୍ରହଣ କରିଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
କରଓ୍ବାଚୌଥ୍ ଅବସରରେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କୁ ମୁମ୍ବାଇରେ ଏକାଠି ଦେଖିବାକୁ ମିଳିଥିଲା, କିନ୍ତୁ ଏଥର କରଓ୍ବାଚୌଥ ଉପବାସ ପାଳନ କରିବା ପରିବର୍ତ୍ତେ ସେମାନେ ଏକ ବିଶେଷ ପୂଜାରେ ଭାଗ ନେଇଥିଲେ। ସୂଚନାନୁସାରେ, ବିରାଟ ଏବଂ ଅନୁଷ୍କା ଏଥିରେ ପ୍ରସିଦ୍ଧ କୃଷ୍ଣ ଦାସ କୀର୍ତ୍ତନ ଥିଲେ। ସୋସିଆଲ ମିଡିଆରେ ଭାଇରାଲ ଭିଡିଓରେ ଏହା ଦେଖିବାକୁ ମିଳିବ, ଅନୁଷ୍କା ଏକ ସୁନ୍ଦର ଧଳା ପୋଷାକରେ ନଜର ଆସିଥିବାବେଳେ ବିରାଟ କାଜୁଆଲ ପୋଷାକ ପିନ୍ଧିଥିଲେ।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର