କଂଗ୍ରେସକୁ ବଡ଼ ଝଟକା, ଦଳରୁ ଇସ୍ତଫା ଦେଲେ ଚିରଞ୍ଜୀବ
ସେ 2004 ରୁ 2009 ତିର୍ତୋଲରୁ ବିଧାୟକ ଥିଲେ । 2014 ରୁ 2019 ଜଗତସିଂହପୁର ବିଧାୟକ ତଥା ବିଧାନସଭାରେ ବିରୋଧୀ ଦଳର ଉପନେତା ଥିଲେ । ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ବି ଥିଲେ ।
ଭୁବନେଶ୍ୱର: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ଚିରଞ୍ଜୀବ । ଶଙ୍ଖ ଭବନରେ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ଚିରଞ୍ଜୀବ ।
କଂଗ୍ରେସକୁ ବଡ଼ ଝଟକା, ଦଳରୁ ଇସ୍ତଫା ଦେଲେ ଚିରଞ୍ଜୀବ
ସେ 2004 ରୁ 2009 ତିର୍ତୋଲରୁ ବିଧାୟକ ଥିଲେ । 2014 ରୁ 2019 ଜଗତସିଂହପୁର ବିଧାୟକ ତଥା ବିଧାନସଭାରେ ବିରୋଧୀ ଦଳର ଉପନେତା ଥିଲେ । ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ବି ଥିଲେ ।
ଅର୍ଗସ ବ୍ୟୁରୋ: ଚୀନର ଆଉ ଏକ ବଡ ଚନ୍ଦ୍ର ମିଶନ । ଚୀନ୍ ନିଜର ମହାକାଶଯାନକୁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବକୁ ପଠାଇବାକୁ ଯାଉଛି। ସେଠାରୁ ନମୁନା ସଂଗ୍ରହ କରିବା ପରେ ଏହି ମହାକାଶଯାନ ପୃଥିବୀକୁ ଫେରି ଆସିବ। ଏହି ମିଶନର ନାଁ ରଖାଯାଇଛି ଚାଙ୍ଗ୍ -6 । ଏହି ଯାନ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବ ଅର୍ଥାତ୍ ପୃଥିବୀ ଠାରୁ ସବୁଠାରୁ ଦୂରରେ ଥିବା ଚନ୍ଦ୍ରପୃଷ୍ଠର ଭୌଗୋଳିକ ସ୍ଥିତି ଅନୁଧ୍ୟାନ କରିବ । ଏଥିସହ ସେଠାରୁ ବାଲି, ପଥର, ମାଟିର ନମୁନା ସଂଗ୍ରହ କରି ପୃଥିବୀ ପୃଷ୍ଠକୁ ଫେରିବ।
ପୂର୍ବରୁ ବିଭିନ୍ନ ଦେଶ ପକ୍ଷରୁ ଚନ୍ଦ୍ର ପୃଷ୍ଠରୁ ନମୁନା ସଂଗ୍ରହ କରାଯାଇଛି । କିନ୍ତୁ ଚୀନ ପକ୍ଷରୁ ପ୍ରଥମ ଥର ପାଇଁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବରୁ ନମୁନା ସଂଗ୍ରହ କରିବାକୁ ମିଶନ କରାଯାଇଛି।
ଅଧିକ ପଢ଼ନ୍ତୁ ବିଦେଶ ଖବର