ଅଧିକ ପଢନ୍ତୁ : ଅଷ୍ଟମ ଶ୍ରେଣୀ ଛାତ୍ରର ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ର ଆହତ
ଦେଇପାରିନଥିଲେ । ସମ୍ପୃକ୍ତ ଶିକ୍ଷକ ଜଣକ ପିଲାମାନଙ୍କୁ ଉଠବସ ହେବା ପାଇଁ କହିଥିଲେ । ୪/୫ ଜଣ ପିଲା ଉଠବସ ହେବା ସମୟରେ ମାତ୍ର ଦୁଇଥର ଉଠବସ ହୋଇ ରୁଦ୍ର ବେହୋସ ହୋଇ ତଳେ ପଡିଯାଇଥିଲେ। ସଙ୍ଗେ ସଙ୍ଗେ ଶିକ୍ଷକ ରୁଦ୍ରର ପିତାଙ୍କ ନିକଟକୁ ଖବର ଦେଇଥିଲେ । ପରେ ରୁଦ୍ରକୁ ସ୍ଥାନୀୟ ମଧୁବନ ଗୋଷ୍ଠୀ ସ୍ବାସ୍ଥ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତି କରଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରିବାର ଲୋକଙ୍କ ମନ ନବୁଝିବାରୁ ପରେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ କେନ୍ଦ୍ର ଓ ପରେ କଟକ ବଡ ମେଡିକାଲରେ ଭର୍ତି କରିଥିଲେ । ବଡ ମେଡିକାଲର ବିଭାଗୀୟ ଡାକ୍ତର ରୁଦ୍ରର ମୃତ୍ୟୁ ହୋଇଥିବା ଘୋଷଣା କରିଥିଲେ ।