ନିଜ ଜନ୍ମଦିନ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମେକ ଇନ ଓଡିଶା କାର୍ଯ୍ୟକ୍ରମ ପାଇଁ ହାଇଦ୍ରାବାଦ ଗସ୍ତରେ ଯାଉଛନ୍ତି। ତେଣୁ ଜନ୍ମ ଦିନ ଶୁଭେଚ୍ଛା ଜଣାଇବାକୁ କେହି ନବୀନ ନିବାସ ନଆସିବାକୁ ମୁଖ୍ୟମନ୍ତ୍ରୀ ନିଜ ଶୁଭେଛୁ ମାନଙ୍କୁ ଅନୁରୋଧ କରିଛନ୍ତି। ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
77 ବର୍ଷରେ ପାଦ ଦେଇଛନ୍ତି ନବୀନ

ଅର୍ଗସ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । 77 ବର୍ଷରେ ପାଦ ଦେଇଛନ୍ତି ନବୀନ । ୧୯୪୬ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ। 2000ମସିହାରୁ ବର୍ତ୍ତମାନ ପର୍ଯ୍ୟନ୍ତ 22ବର୍ଷ ଧରି ଲଗାତାର 5ଥର ମୁଖ୍ୟମନ୍ତ୍ରୀ ହେବାର ରେର୍କଡ ତାଙ୍କ ନାମରେ ରହିଛି।
Download Argus News App
