ଅଧିକ ପଢ଼ନ୍ତୁ:74 ବର୍ଷ ବୟସରେ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ପରଲୋକ
ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ଦେହାନ୍ତରେ ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘଟଣାକୁ ନେଇ ମୁଁ ଦୁଃଖିତ ବୋଲି ଟ୍ୱିଟ ଯୋଗେ କହିଛନ୍ତି ମୁଖ୍ୟମନ୍ତ୍ରୀ। ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।