ଖାଦ୍ୟ ସରିଯିବାକୁ କେନ୍ଦ୍ର କରି ବିଜେଡି କର୍ମୀଙ୍କ ଭିତରେ ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିଥିଲା । ପ୍ରାୟ ଘଣ୍ଟାଏ ଧରି ବିଜେଡ଼ି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସମେତ ନୟାଗଡ଼ ବିଧାୟକ ଅରୁଣ ସାହୁ ଓ ପ୍ରମୁଖ ବିଜେଡ଼ି କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର