ନୂଆଁଖାଇ ଅବସରରେ ପଶ୍ଚିମ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଶଳୀ ଭାଷାରେ ପଶ୍ଚିମ ଓଡ଼ିଶା ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ଗଣପର୍ବ ନୂଆଁଖାଇର୍ ଲାଗି ସମକୁ ହୁରୁଦରୁ ଶୁଭେଚ୍ଛା ଆର୍ ଅଭିନନ୍ଦନ୍। ତିହାର୍ ଭିତରେବି ସଭେ କୋଭିଡ୍ ନିୟମ୍ ମାନୁନ୍। ମାଁ ସମଲେଇ ସମକୁ ସୁଖ୍ ଶାନ୍ତି ଥି ବନେ କରି ରଖିଥାଉନ୍। #ନୂଆଁଖାଇଜୁହାର ? pic.twitter.com/AsIUhLzBVU — Naveen Patnaik (@Naveen_Odisha) September 11, 2021