ଲୋକସଭା ଆସନରେ କୋରାପୁଟରୁ ସପ୍ତଗିରି ଉଲାକା, ନବରଙ୍ଗପୁରରୁ ଭୁଜବଳ ମାଝୀ, କଳାହାଣ୍ଡିରୁ ଦ୍ରୌପଦୀ ମାଝୀ, ବରଗଡ଼ରୁ ସଞ୍ଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରି ଲଢିବେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି କଂଗ୍ରେସ । ୪୯ ବିଧାନସଭା ଓ ୮ଟି ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା । ବିଧାନସଭା ଆସନରେ ନୂଆପଡ଼ାରୁ ଲଢିବେ ଶରତ ପଟ୍ଟନାୟକ । ନର୍ଲାରୁ ଭକ୍ତଚରଣ ଦାସ, ଲାଞ୍ଜିଗଡ଼ରୁ ବଳଭଦ୍ର ମାଝୀ ମୈଦାନକୁ ଓହ୍ଲାଇବେ । ସେହିପରି ପାରଳାଖେମୁଣ୍ଡିରୁ ବିଜୟ ପଟ୍ଟନାୟକ, ଜୟପୁରରୁ ତାରାପ୍ରସାଦ ବାହିନୀପତି, ପଟ୍ଟାଙ୍ଗିରୁ ରାମାଚନ୍ଦ୍ର କାଡାମଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ ।
ଲୋକସଭା ଆସନରେ କୋରାପୁଟରୁ ସପ୍ତଗିରି ଉଲାକା, ନବରଙ୍ଗପୁରରୁ ଭୁଜବଳ ମାଝୀ, କଳାହାଣ୍ଡିରୁ ଦ୍ରୌପଦୀ ମାଝୀ, ବରଗଡ଼ରୁ ସଞ୍ଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରି ଲଢିବେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ : ବିଜେଡି ପରାଜୟକୁ ନେଇ ପ୍ରସନ୍ନ ପାଟ୍ଟଶାଣୀଙ୍କ ବଡ ବୟାନ । କହିଲେ, "ମୁଁ ବିଜେଡି ଲୋକ । ମୋ ଜନ୍ମ ଜାତକରେ ମୋ ନା ପଢିବେ । ଦୁର୍ଭାଗ୍ୟ ଦଳ ଗଢିକି ଦଳ ଛାଡିଲା ବେଳେ ବଡ ଦୁଃଖ ଲାଗେ । ମୁଁ କେବେ ବି ଦଳ ଛାଡ଼ିକି ଆସି ନଥାନ୍ତି । ଅମର ଶତପଥି ଯାହା କହିଛନ୍ତି କିଛି ତ ଖରାପ କହିନାହାନ୍ତି । କିନ୍ତୁ ଭଲ ମନ୍ଦ କିଏ ବୁଝୁଛି । ମୋତେ ଦୁଃଖ ଲାଗୁଛି ଯେତେ ପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ସେ ପର୍ଯ୍ୟନ୍ତ ବିଜେଡି ଆସିବ ନାହିଁ । ସେ ପରା କହିଥିଲେ ରାଜନୀତିରୁ ସନ୍ୟାସ ନେବେ ବୋଲି, କାହିଁ କହୁଥିଲେ । ସେ ଭୁଲ ନା ସେ ବୁଝି ପାରୁଛନ୍ତି ନା ଆମେ ଦେଖି ପାରୁଛୁ । ନବୀନଙ୍କ ପ୍ରତି ମୋର ଦୁର୍ବଳତା ଅଛି କିନ୍ତୁ ପାଣ୍ଡିଆନ ଯୋଗୁଁ ଆମର ଲୋକପ୍ରିୟ ସରକାର ଚାଲିଗଲା ।
ଅଧିକ ପଢନ୍ତୁ ଓଡିଶା ଖବର
ବିଜେଡିରେ ତ କେହି ନବୀନଙ୍କ ବିରୋଧରେ କହୁନାହାନ୍ତି ପାଣ୍ଡିଆନଙ୍କୁ କାହିଁକି କହୁଛନ୍ତି । ଏବେ ନୂଆ ମୁଖ୍ୟମନ୍ତ୍ରୀ ଏତେ କାମ କରୁଛନ୍ତି । ଧର୍ମେନ୍ଦ୍ରଙ୍କ ଭଳି ଲୋକ ମିଳିବେ । ରାଜନୀତି କରିବା ପାଇଁ ବହୁତ ଭଲ ଭଲ ଲୋକ ଅଛନ୍ତି । ପାଣ୍ଡିଆନ ପଛରେ ଧାଇଁଲେ କଣ ହେବ । ଲୋକ ମାନେ ଯେଉଁ ଦଳକୁ ଫୋପାଡି ଦେଲେ ସେ ଦଳର କଣ ହେବ । ମୁଁ ପାଣ୍ଡିଆନ ପାଇଁ ବିଜେଡି ଛାଡ଼ିଲି ।
ଭୁବନେଶ୍ୱର: ପ୍ରେମ ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଯୁବକଙ୍କ ମୃତ୍ୟୁ ଘଟଣା। ସୁଈସାଇଡ ନୋଟରୁ ବଡ଼ ଖୁଲାସା। ପ୍ରେମରେ ବିଚ୍ଛେଦ ପରେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ଅନୁମାନ କରାଯାଉଥିଲା। ତେବେ ନୋଟରେ ସରି ମମୀ ଏବଂ ସରି ଡାଡି ଲେଖିଛନ୍ତି ରୋନିତ। ଖାରବେଳନଗର ଅଂଚଳରେ ଛାତରୁ ଡେଇଁ ଆତ୍ମହତ୍ୟା କରିଥିଲେ ଯୁବକ। 8 ମହଲାରୁ ତଳକୁ ଡେଇଁ ପଡିଥିଲେ। ସିସିଟିଭିରେ କଏଦ ହୋଇଥିଲା ଆତ୍ମହତ୍ୟା ପୂର୍ବର ଭିଡିଓ। ଅଭିଯୋଗ ଆଧାରରେ ଅଧିକ ତଦନ୍ତ ଜାରି ରଖିଛି ଖରାବେଳନଗର ଥାନା ପୋଲିସ।
ଆହୁରି ପଢନ୍ତୁ ଓଡିଶା ଖବର...