ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ୨୮ରେ ଓଡିଶା ଆସିପାରନ୍ତି ରାହୁଲ ଗାନ୍ଧୀ । ସାଲେପୁରରେ ବିଶାଳ ସମାବେଶ କରିବା ସମ୍ଭାବନା । ନରାୟଗଡ଼, ବ୍ରହ୍ମପୁରରେ ମଧ୍ୟ କଂଗ୍ରେସ ପାଇଁ ପ୍ରଚାର କରିବେ ରାହୁଲ । ଆସନ୍ତା କାଲି ଭିତରେ ରାହୁଲଙ୍କ କାର୍ଯ୍ୟକ୍ରମ ଫାଇନାଲ ହେବ । ସେହିପରି ବଲାଙ୍ଗୀରରେ ମଲ୍ଲିକାର୍ଜୁନ ଖଡ଼ଗେ ଓ ନବରଙ୍ଗପୁରରେ ପ୍ରିୟଙ୍କା ଗାନ୍ଧୀ ଆସିବା ପାଇଁ ଅନୁରୋଧ କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ପୋଲିସ ଅଧିକାରୀଙ୍କୁ ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା । ବିଜେପିର ଅଭିଯୋଗ ପରେ ଦୁଇ ପୋଲିସ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ - ଭୁବନେଶ୍ଵର ପୋଲିସ କମିଶନର, ପୋଲିସ ଡିଆଜିଙ୍କୁ ନିର୍ଦ୍ଦେଶ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ହୋଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି କ୍ଷୋଭ ପ୍ରକାଶ କଲେ ନିର୍ବାଚନ କମିଶନ । ଇଦୁଲ ଫିତର ନାଁରେ ଚୌଦ୍ଵାର ଥାନା ଆଇଆଇସି ବିଶ୍ଵ ରଞ୍ଜନ ସାହୁ ଏବଂ ଏସଆଇ ସରସ୍ଵତୀ ସାହୁ ଗୋଟିଏ ମଞ୍ଚରେ ବିଜେଡ଼ି ନେତାଙ୍କ ସହ ବସି ଭାଷଣ ଦେଉଥିଲେ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ।