ଅଧିକ ପଢନ୍ତୁ : ବିଜେଡି ପ୍ରାର୍ଥୀ ତାଲିକା, ବଡଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
ଏହି ବୈଠକରେ ଯାଜପୁର ସାଂସଦ, ଯାଜପୁର ପର୍ଯ୍ୟବେକ୍ଷକ ଅଶୋକ ପଣ୍ଡା ଓ ବଡଚଣାର ସ୍ଥାନୀୟ ନେତା ଉପସ୍ଥିତ ଥିବା ବେଳେ ଅମର ପ୍ରସାଦ ଶତପଥୀ ଅନୁପସ୍ଥିତ ଥିବା ସୂଚନା ରହିଛି ।
ବଡଚଣା : ବଡଚଣାରେ ବର୍ଷା ପ୍ରିୟଦର୍ଶିନୀଙ୍କ ଟିକେଟକୁ ନେଇ ବଢିଲା ବିବାଦ । ବଡଚଣାରୁ ବିଜେଡିରୁ ଟିକେଟ ପାଇବା ଅସନ୍ତୋଷ ଦେଖିବାକୁ ମିଳିଛି । ଅସନ୍ତୋଷ ଗୋଷ୍ଠୀଙ୍କୁ ମନେଇବା ଲାଗି ଶଙ୍ଖ ଭବନରେ ମାନସ ମନ୍ଥନ ହୋଇଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ଶଙ୍ଖ ଭବନରେ ପହଞ୍ଚିଛନ୍ତି ବର୍ଷା ପ୍ରିୟଦର୍ଶିନୀ । ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ଯେଉଁଥିରେ ବଡଚଣା ନିର୍ବାଚନ ମଣ୍ଡଳୀ ସଂକ୍ରାନ୍ତରେ ଆଲୋଚନା ହୋଇଛି ।
ଅଧିକ ପଢନ୍ତୁ : ବିଜେଡି ପ୍ରାର୍ଥୀ ତାଲିକା, ବଡଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
ଏହି ବୈଠକରେ ଯାଜପୁର ସାଂସଦ, ଯାଜପୁର ପର୍ଯ୍ୟବେକ୍ଷକ ଅଶୋକ ପଣ୍ଡା ଓ ବଡଚଣାର ସ୍ଥାନୀୟ ନେତା ଉପସ୍ଥିତ ଥିବା ବେଳେ ଅମର ପ୍ରସାଦ ଶତପଥୀ ଅନୁପସ୍ଥିତ ଥିବା ସୂଚନା ରହିଛି ।
ଅର୍ଗସ ବ୍ୟୁରୋ : ପୋଲିସ ଅଧିକାରୀଙ୍କୁ ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା । ବିଜେପିର ଅଭିଯୋଗ ପରେ ଦୁଇ ପୋଲିସ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ - ଭୁବନେଶ୍ଵର ପୋଲିସ କମିଶନର, ପୋଲିସ ଡିଆଜିଙ୍କୁ ନିର୍ଦ୍ଦେଶ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ହୋଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି କ୍ଷୋଭ ପ୍ରକାଶ କଲେ ନିର୍ବାଚନ କମିଶନ । ଇଦୁଲ ଫିତର ନାଁରେ ଚୌଦ୍ଵାର ଥାନା ଆଇଆଇସି ବିଶ୍ଵ ରଞ୍ଜନ ସାହୁ ଏବଂ ଏସଆଇ ସରସ୍ଵତୀ ସାହୁ ଗୋଟିଏ ମଞ୍ଚରେ ବିଜେଡ଼ି ନେତାଙ୍କ ସହ ବସି ଭାଷଣ ଦେଉଥିଲେ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ।