ଖୋର୍ଦ୍ଧା ରୋଡ ରେଳ ଷ୍ଟେସନ ନୂଆ ବିଲଡିଂର ଲୋକାର୍ପିତ
ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହାର ୭୮% ପର୍ଯ୍ୟନ୍ତ ରହିଛି: ଜିଲ୍ଲାପାଳ

ଗଞ୍ଜାମ: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ସ୍ଥିତି ବେହାଲ । ସେପଟେ ଗଞ୍ଜାମର କରୋନା ସ୍ଥିତିକୁ ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ।
ଗଞ୍ଜାମରେ କରୋନା ସୁସ୍ଥ ହାର ୭୮% ପର୍ଯ୍ୟନ୍ତ ରହିଛି । କରୋନାରୁ ସୁସ୍ଥ ହୋଇ ଫେରୁଥିବା ଲୋକମାନେ ଅନ୍ୟମାନଙ୍କୁ ସଚେତନ କରୁଛନ୍ତି । ଘରକୁଘର ଯାଇ ସର୍ଭେ କରାଯାଉଛି । ଲକ୍ଷଣ ନଲୁଚାଇ ଟେଷ୍ଟ କରିବାକୁ ଲୋକଙ୍କୁ ଆହ୍ୱାନ ଦିଆଯାଉଛି । ଆକ୍ରାନ୍ତ ଚିହ୍ନଟ ହେଲେ ସମ୍ପୃକ୍ତ ଅଞ୍ଚଳରୁ ଅବରୋଧ ଅଞ୍ଚଳ କରାଯାଉଛି । ଅବରୋଧ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରାଯାଉଛି ବୋଲି କହିଛନ୍ତି ଜିଲ୍ଲାପାଳ ।
ଦିନକୁ ଦିନ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମୁଛି । ଆମ ପାଖରେ ୯୦ଟି ଆଇସିୟୁ ୟୁନିଟ ଅଛି । ଏହା ସହ ୭୨୫ ଅକ୍ସିଜେନ ସପୋର୍ଟ ବେଡ ରହିଛି । ଗଞ୍ଜାମରେ ୪୭୨ ଲୋକ ପ୍ଳାଜମା ଦାନ ପାଇଁ ଆଗକୁ ଆସିଛନ୍ତି । ୧୩୨ଟି ଆମ୍ବୁଲାନ୍ସ ଆମ ପାଖରେ ରହିଛି ବୋଲି ମଧ୍ୟ କହିଛନ୍ତି ଜିଲ୍ଲାପାଳ ବିଜୟ କୁଲାଙ୍ଗେ ।
ମୋଦି ସରକାର ଆସିବା ପରେ ରାଜ୍ୟରେ ଗୃହ କମିଟିକୁ ରେଳ ଅନୁଦାନ ଦାବୀ ପାଇଁ ଦିଲ୍ଲୀ ଯିବାକୁ ପଡ଼ୁନାହିଁ

ଅର୍ଗସ ବ୍ୟୁରୋ : ମୋଦି ସରକାର ଆସିବା ପରେ ଓଡ଼ିଶା ବିଧାନସଭାରୁ ଗୃହ କମିଟିକୁ ରେଳ ଅନୁଦାନ ବଢ଼ାଇବା ଦାବୀ ପାଇଁ ଆଉ ଦିଲ୍ଲୀ ଯିବାକୁ ପଡ଼ୁନାହିଁ ବୋଲି ଗୁରୁବାର ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନ ଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ର
Download Argus News App
