Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି
ବାଇକ ଦୁର୍ଘଟଣା, ଜଣେ ମୃତ
ଅର୍ଗସ ବ୍ୟୁରୋ: ଭାରସାମ୍ୟ ହରାଇ ଓଲଟି ପଡିଲା ବାଇକ। ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏପରି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅନ୍ତର୍ଗତ ମୂଷାବଣୀ ଛକ ନିକଟରେ । ମୃତକ ହେଲେ ଦେଓଗାଁ ଗ୍ରାମର ଏସ କେ ଗୁଲଜାର ଙ୍କ ପୁଅ ଏସ୍ କେ ମିରାଜ୍ ବୋଲି ଜଣାପଡିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାର
ଗୁଜୁରାଟକୁ ୬ ଓ୍ୱିକେଟରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ
ଅର୍ଗସ ବ୍ୟୁରୋ: ଗୁୁଜୁରାଟକୁ ତାରି ମାଟିରେ ଶୋଚନୀୟ ଭାବେ ହରାଇଲା ଦିଲ୍ଲୀ । ଅହମଦାବାଦଠାରେ ଖେଳାଯାଇଥିବା ଏହି ମ୍ୟାଚରେ ଗୁଜରାଟକୁ ୬ ଓ୍ବିକେଟରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ । ବିଜୟ ପାଇଁ ଗୁଜରାଟ ପକ୍ଷରୁ ରଖାଯାଇଥିବା ୯୦ରନର ଟାର୍ଗେଟକୁ ଦିଲ୍ଲୀ ୮.୫ ତମ ଓଭରରେ ହାସଲ କରିନେଇଥିଲା । ଦଳ ପକ୍ଷରୁ ଜେକ୍ ଫ୍ରେସର ମାକଗର୍କ ୨୦ ରନ କରିଥିବା ବେଳେ ସା