ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୬୪ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୫ ଜଣ ପଜିଟିଭ ରହିଛନ୍ତି ।
ରାଜ୍ୟରେ ଚିହ୍ନଟ ହେଲେ ୩୮୭ କରୋନା ଆକ୍ରାନ୍ତ
Download Argus News App
