୨୬ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୦୫ ଜଣ, କଟକରୁ ୩୭ ଜଣ, ସମ୍ବଲପୁରରୁ ୧୮ ଜଣ,ଜଗତସିଂହପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ, ଯାଜପୁର ଓ ଭଦ୍ରକ ଜିଲ୍ଲାରୁ ୧୩ ଜଣ ଲେଖାଏଁ,ମୟୂରଭଞ୍ଜ ଓ ରାୟଗଡ଼ା ଜିଲ୍ଳାରୁ ୧୦ ଜଣ ଲେଖାଏଁ, ପୁରୀରୁ ୭ ଜର, ବାଲେଶ୍ବର ଓ ଗଜପତି ଜିଲ୍ଲାରୁ ୬ ଜଣ ଲେଖାଏଁ, ବରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ବୌଦ୍ଧ ଓ କୋରାପୁଟ ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ, ଦେବଗଡ଼ ଓ ନୂଆପଡ଼ା ଜିଲ୍ଳାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଢ଼େଙ୍କାନାଳ, କନ୍ଧମାଳ, କେନ୍ଦୁଝର, ମାଲାକାନଗିରି ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।