ସମ୍ବଲପୁରରୁ ୬୪୧, ଅନୁଗୁଳରୁ ୫୫୯, କଳାହାଣ୍ଡିରୁ ୪୬୯, ଝାରସୁଗୁଡ଼ାରୁ ୪୫୬ ପଜିଟିଭ୍ ହୋଇଛନ୍ତି । ସେହିପରି ବରଗଡ଼ରୁ ୪୪୩, ନବରଙ୍ଗପୁରରୁ ୩୩୬, ନୂଆପଡ଼ାରୁ ୩୨୪ ଜଣ ସଂକ୍ରମିତ ହୋଇଛନ୍ତି । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କୋଭିଡ ପିଜେଟିଭ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହେଲେ 10 ହଜାର ୬୩୫ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ୧୦ ହଜାର ତଳକୁ ଖସୁନି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେର ଆଉ 10 ହଜାର ୬୩୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 27ଟି ଜିଲ୍ଲାରେ ତିନି ଅଙ୍କ ଉପରେ ରହିଛି କରୋନା ସଂକ୍ରମଣ । ପୁଣି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ପଜିଟିଭ୍ ହୋଇଛନ୍ତି । ଜିଲ୍ଲାରୁ 1564 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ 943, ଓ କଟକରେ 887 ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Download Argus News App
