କେବଳ ଏତିକି ନୁହେଁ ଅସଭ୍ୟ ଭାଷାରେ ଗାଳିଗୁଲଜ ମଧ୍ୟ କରିଥିଲେ । ଏହାର ଏକ ଭିଡିଓ ଭାଇରାଲ ପରେ ଆଇଆଇସିଙ୍କୁ ବଦଳି କରାଯାଇଛି। ଉଭୟ ପୋଲିସ ଅଧିକାରୀଙ୍କୁ ବହିଷ୍କାର କରିବା ସହ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ । ଏକ ଭିଡିଓ ସେୟାର କରି ବିଜେପି ଅଭିଯୋଗ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।