ଅଧିକ ପଢନ୍ତୁ: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ; ଏହି ଜିଲ୍ଲାକୁ ଆଲର୍ଟ ଜାରି
୧୬ ତାରଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ୧୭ ଓ ୧୮ ତାରଖରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଏହି ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୫୫ରୁ ୬୦ କିମି ବେଗରେ ପବନ ବହିବ। ତେଣୁ ଏହାକୁ ଦୃଷ୍ଟିରେ ରଖି 14 ତାରିଖ ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ଧୀବରମାନଙ୍କୁ ପରାମର୍ଶ ଦିଆଯାଇଛି।
ପାଣିପାଗ ଖବର ଆହୁରି ପଢନ୍ତୁ