ମା' ଗୀତାଞ୍ଜଳି ଙ୍କ ଗୋଡ଼ ଉପର ଦେଇ ହାଇଓ୍ବା ଚଢି ଯାଇଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆସିକା ମେଡିକାଲ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ଆସିକା ପୋଲିସ ପହଞ୍ଚି ଦୁର୍ଘଟଣା ଘଟାଇଥିବା ହାଇଓ୍ବାକୁ ଅଟକ ରଖିବା ସହ ଅଧିକ ତଦନ୍ତ ଜାରି ରଖିଛି। ସୂଚନା ମୁତାବକ ଗୀତାଞ୍ଜଳି ଆସିକା ଜୟପୁର ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷୟତ୍ରୀ ରୂପେ କାର୍ଯ୍ୟ କରୁଥିଲେ। ସେ ଆଜି ସ୍କୁଲକୁ ଯିବା ରାସ୍ତାରେ ଏପରି ଦୁର୍ଘଟଣା ଘଟିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର