ଅଧିକ ପଢନ୍ତୁ ଓଡ଼ିଶା ଖବର
ଗୋଡ଼ ଖସି ଯିବାରୁ ନଦୀ ଭିତରକୁ ପଶିଯାଇଥିଲେ । ବାଲିଅନ୍ତା ଅଗ୍ନିଶମ ବାହିନୀ ଓ ପୋଲିସର ମିଳିତ ସହଯୋଗରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ତେବେ ଯୁବକଙ୍କ ଘର କେନ୍ଦ୍ରାପଡ଼ା ବୋଲି ଜଣା ପଡିଛି ।
ଅର୍ଗସ ବ୍ୟୁରୋ : ଭାର୍ଗବୀ ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ । ଯୁବକ ଜଣଙ୍କ ନାଁ ତାପସ ରଞ୍ଜନ ଦାସ । ଗତକାଲି ବାଲିଅନ୍ତା ବ୍ଲକ ଚଢ଼େଇ ବର ଗାଁ ନିକଟ ଭାର୍ଗବୀ ନଦୀରେ ଯୁବକ ଗାଧେଇବା ସମୟରେ ନଦୀରେ ଭାସିଯାଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗୋଡ଼ ଖସି ଯିବାରୁ ନଦୀ ଭିତରକୁ ପଶିଯାଇଥିଲେ । ବାଲିଅନ୍ତା ଅଗ୍ନିଶମ ବାହିନୀ ଓ ପୋଲିସର ମିଳିତ ସହଯୋଗରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ତେବେ ଯୁବକଙ୍କ ଘର କେନ୍ଦ୍ରାପଡ଼ା ବୋଲି ଜଣା ପଡିଛି ।
ଅର୍ଗସ ବ୍ୟୁରୋ: ଜାମ୍ମୁ କାଶ୍ମୀର ପୁଞ୍ଚ୍ରେ IAF କନ୍ଭଏ ଉପରେ ଆତଙ୍କବାଦୀ ହମଲା ହୋଇଛି। ଆତଙ୍କୀ ହମ୍ଲାରେ ଯବାନ ଗୁରୁତର ହୋଇଥିବା ସୂଚନା ରହିଛି।ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟ୍ ପକ୍ଷରୁ କର୍ଡନ କରି ଜୋରଦାର ତଲାସୀ। ଏହି ଆକ୍ରମଣରେ ଅନେକ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଏହି ଆକ୍ରମଣ ସୁରନକୋଟର ସନାଇ ଗାଁରେ ହୋଇଛି । ଭାରତୀୟ ସେନା ଓ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି ।
ଅଧିକ ପଢ଼ନ୍ତୁ ଦେଶ ଖବର: