କୋରୋନା ବିରୁଦ୍ଧ ଲଢେଇରେ ବିଜୟର ମୋଦି ମନ୍ତ୍ର
ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ କତାରରୁ ଫେରିଲା ଓଡିଆ ଯୁବକ ପ୍ରଭାତ କୁମାର ବାରିକଙ୍କ ମରଶରୀର। ପ୍ରଭାତଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ କତାରରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ଶ୍ରୀ ପଣ୍ଡା ନିବେଦନ କରିଥିଲେ। ଗତକାଲି ସଂଧ୍ୟାରେ ପ୍ରଭାତଙ୍କ ମରଶରୀର ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲା ସେଠାରେ ପରିବାର ଲୋକଙ୍କୁ ମରଶରୀର ହସ୍ତାନ୍ତର କରାଜାଇଥିଲା।