ଅଧିକ ପଢନ୍ତୁ : ଝାଡେଶ୍ୱର ଘାଟରେ ଆରମ୍ଭ ହୋଇଛି ବାରୁଣୀ ସ୍ନାନ
ବିଶ୍ବାସ ରହିଛି ବୈତରଣୀ ଗଙ୍ଗା ନଦୀର ଅନ୍ୟ ଏକ ରୁପ । ତେଣୁ ଆଜିର ଦିନରେ ଏଠାରେ ସ୍ନାନ କଲେ କୋଟି ଜନ୍ମର ପାପ କ୍ଷୟ ହୋଇଥାଏ ବୋଲି ବିଶ୍ୱାସ ରହିଛି । ଏହି ମେଳା ଆସନ୍ତା ୭ ଦିନ ଧରି ଚାଲିବ ଏଥିପାଇଁ ଯାଜପୁର ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ବନ୍ଦୋବସ୍ତ କରାଯାଇଛି ।