ପୂଜକ ସମିତି ପକ୍ଷରୁ ଭୋର ଚାରିଟା ରୁ ଦ୍ଵାର ଫିଟାଯାଇ ମହାସ୍ନାନ କରାଯିବା ସହିତ କେତକୀ ଫୁଲ ରେ ସଜିତ କରାଯାଇ ବିନା ଭକ୍ତରେ ଦର୍ଶନ ଦେଉଛନ୍ତି ଧବଳେଶ୍ବର। ଅପରାହ୍ନରେ ଚାରି ପ୍ରହର ପୂଜା କରାଯାଇ ତୃତୀୟ ପ୍ରହର ପୂଜାରେ ମାଣ୍ଡୁଅ ଭୋଗ ଲାଗି ବେଢ଼ା ପରିକ୍ରମା କରାଯିବା ସହିତ ରାତ୍ର ଗୋଟାଏ ରେ ମହାଦୀପ ଉଠିବା ପାଇଁ ନିଷ୍ପତ୍ତି କରାଯାଇଛି । ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପୀଠରେ ବ୍ୟାରିକେଡ଼ ସିସିଟିଭ ସମେତ ୮ଜଣ ମାଜିଷ୍ଟେଟ୍।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ