ଏଡିଜି ଅପରେସନ ଦେବଦତ୍ତ ସିଂ, ଆଇନ ଶୃଙ୍ଖଳା ଏଡିଜି ସଂଜୟ କୁମାରଙ୍କ ସମେତ ବରିଷ୍ଠ ଆଇପିଏସ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି । ଆଗକୁ ନିର୍ବାଚନ ଆସୁଥିବା ବେଳେ ମାଓବାଦୀ ଓ ନକ୍ସଲ କାର୍ଯ୍ୟକଳାପରେ ରୋକ ଲଗାଇବାକୁ ପ୍ରସ୍ତୁତ ହେଉଛି ସ୍ବତନ୍ତ୍ର ରଣନୀତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ମାଓ ମୁକାବିଲା ନେଇ DGPଙ୍କ ଜରୁରୀ ସମୀକ୍ଷା ବୈଠକ। ଭୁବନେଶ୍ଵର DG କ୍ୟାମ୍ପ ଅଫିସ୍ରେ ମାଓ ମୁକାବିଲା ସମୀକ୍ଷା ବୈଠକ। ମାଓ କାର୍ଯ୍ୟକଳାପରେ ରୋକ୍ ଲଗାଇବାକୁ ସ୍ଵତନ୍ତ୍ର ରଣନୀତି ନେଇ ଆଲୋଚନା। ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଉପସ୍ଥିତ।
ଏଡିଜି ଅପରେସନ ଦେବଦତ୍ତ ସିଂ, ଆଇନ ଶୃଙ୍ଖଳା ଏଡିଜି ସଂଜୟ କୁମାରଙ୍କ ସମେତ ବରିଷ୍ଠ ଆଇପିଏସ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି । ଆଗକୁ ନିର୍ବାଚନ ଆସୁଥିବା ବେଳେ ମାଓବାଦୀ ଓ ନକ୍ସଲ କାର୍ଯ୍ୟକଳାପରେ ରୋକ ଲଗାଇବାକୁ ପ୍ରସ୍ତୁତ ହେଉଛି ସ୍ବତନ୍ତ୍ର ରଣନୀତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱର ବିମାନବନ୍ଦରରେ ମୋଦିଙ୍କୁ ସ୍ୱାଗତ କରିଛନ୍ତି ହଜାର ହଜାର ଲୋକ।ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ। ୬ ତାରିଖ ସକାଳୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ବିଶାଳ ସମାବେଶରେ ଯୋଗ ଦେବେ । ତାପରେ ନବରଙ୍ଗପୁରରେ ବି ବଡ଼ ଜନସଭାକୁ ସମ୍ବୋଧନ କରିବେ ମୋଦି।
୬ ତାରିଖରେ ଯାଇ ୧୦ ତାରିଖରେ ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ରାଜଧାନୀରେ କରିବେ ବିଶାଳ ରୋଡ଼ ସୋ। ଭୁବନେଶ୍ୱରର ତିନିଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଏକାମ୍ର, ଉତ୍ତର ଓ ମଧ୍ୟ ଭୁବନେଶ୍ୱର କ୍ଷେତ୍ରରେ ହେବ ପ୍ରଧାନମନ୍ତ୍ରୀଙ୍କ ରାଲି।ଏହାସହ ୧୧ ତାରିଖରେ ବଲାଙ୍ଗୀରରେ ନିର୍ବାଚନୀ ପ୍ରଚାର କରିବେ ପିଏମ ମୋଦି। ମୋଦିଙ୍କ ଗସ୍ତ ପାଇଁ ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । CISF ଆଉ ପୋଲିସ ମୁତୟନ ହୋଇଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: