ଏଖବର ଶୁଣି ଟ୍ୱିଟ କରି ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଲେଖିଛନ୍ତି, ଯାଜପୁର ଜିଲ୍ଲା କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ଲୋକଙ୍କ ପ୍ରାଣହାନୀ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
ଯାଜପୁର ଜିଲ୍ଲା କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ଲୋକଙ୍କ ପ୍ରାଣହାନୀ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । — Dharmendra Pradhan (@dpradhanbjp) November 21, 2022