ଅଧିକ ପଢ଼ନ୍ତୁ:74 ବର୍ଷ ବୟସରେ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ପରଲୋକ
ଟ୍ବିଟ ଯୋଗେ ସେ କହିଛନ୍ତି ଯେ, ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସ୍ଥାନୀୟ ନିର୍ବାଚନମଣ୍ଡଳୀରେ ଲୋକକଲ୍ୟାଣ ଦିଗରେ ସେ କରିଥିବା କାର୍ଯ୍ୟ ଗୁଡିକ ସବୁ ଦିନ ପାଇଁ ମନେ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।