ଓଡ଼ିଶାର ବିଶିଷ୍ଟ ଚଳଚ୍ଚିତ୍ର ସମ୍ପାଦକ ରବି ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଆ ଏବଂ ହିନ୍ଦୀ ଚଳଚ୍ଚିତ୍ର ଜଗତ ପ୍ରତି ତାଙ୍କର ଅସାମାନ୍ୟ ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । — Dharmendra Pradhan (@dpradhanbjp) April 22, 2021
ରବି ପଟ୍ଟନାୟକ ଓଡ଼ିଆ ଚଳଚ୍ଚିତ୍ରର ସମ୍ମାନଜନକ ଜୟଦେବ ପୁରସ୍କାର ପାଇଥିଲେ । 75 ବଷର୍ରେ ତାଙ୍କର ମୃତ୍ୟୁ ହୋଇଛି।