ସେ ଆହୁରି ଲେଖିଛନ୍ତି ଯେ, ତାଙ୍କ ବିୟୋଗରେ ଓଡ଼ିଶା ସାମ୍ବାଦିକତା ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି । ଅମରଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
କୋଭିଡରେ ସଂକ୍ରମିତ ହୋଇ ୪୪ ବର୍ଷ ବୟସରେ ଆଖି ବୁଜିଛନ୍ତି ବରିଷ୍ଠ ସାମ୍ବାଦିକ ସତ୍ୟଜିତ । ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।