ପ୍ରଥମ ଓଡିଶା କ୍ଲବ ପାୱାର ଲିଫ୍ଟଟିଙ୍ଗ ଚମ୍ପିୟାନସିପ 2023 ଅନୁଷ୍ଠିତ
ସମ୍ଭବଙ୍କୁ ଅଭିନନ୍ଦନ ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କାମନା କଲେ କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ : କଳା ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତବର୍ଷ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ରେ ସମ୍ମାନିତ ହୋଇଥିବା ଓଡ଼ିଶାର ସମ୍ଭବ ମିଶ୍ର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭେଟିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସମ୍ଭବଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।
Download Argus News App
