ବୈଠକରେ ଆଇନଶୃଙ୍ଖଳା ଅତିରିକ୍ତ ଡିଜି ସଞ୍ଜୟ କୁମାର, ଅତିରିକ୍ତ ଡିଜି ଅପରେସନ ଦେବଦତ୍ତ ସିଂ, ଗୁଇନ୍ଦା ବିଭାଗ ଆଇଜି ଅନୁପ ସାହୁ, ଡିଆଇଜି କନୱର ବିଶାଲ ସିଂ, ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜି ଜୟ ନୟାରଣ ପଙ୍କଜ, ବ୍ରହ୍ମପୁର ଏସ୍ପି ଡକ୍ଟର ସାର୍ଥକ ଷଡ଼ଙ୍ଗୀ, ଗଞ୍ଜାମ ଏସପି ଜଗମୋହନ ମିନାଙ୍କ ସହ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । 5ଟି ଜିଲ୍ଲାର ଏସପିଙ୍କୁ ନେଇ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି । ମାଓଗତି ଵିଧି ରହିଥିବା ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ ତ୍ବରାନ୍ବିତ କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର