ନାବାଳିକା ଅପହରଣ ଉଦ୍ୟମବେଳେ ଦୁଇ ଯୁବକଙ୍କୁ କାବୁ କଲେ ଗ୍ରାମବାସୀ !
ଦୀପାବଳିରେ ଫୁଟିବନି ବାଣ

ଅର୍ଗସ ବ୍ୟୁରୋ: ଦୀପାବଳିରେ ଫୁଟିବନି ବାଣ। ରାଜ୍ୟ ସରକାରଙ୍କ ତରଫରୁ ଏଥିପାଇଁ ନିର୍ଦ୍ଦେଶନାମା ଜାରି ହୋଇଛି। ନଭେମ୍ବର ୧୦ରୁ ୩୦ ପର୍ଯ୍ୟନ୍ତ ବାଣ ଫୁଟାଇବା ଉପରେ କଡା କଟକଣା ଲାଗିଛି। ଏ ନେଇ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। କଟକଣା ଉଲ୍ଲଂଘନ କଲେ ଆଇନ ଅନୁସାରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।
Download Argus News App
