ପରେ ଜନ ସାଧାରଣଙ୍କୁ କୋଭିଡ ସହାୟତା, ଟେଲି ମେଡିସିନ ଓ ସ୍ୱାବ ପରୀକ୍ଷା ନିମନ୍ତେ ହେଲ୍ପ ଲାଇନ ନମ୍ବର ସମ୍ପର୍କରେ ସୂଚନା ଦିଆଯାଉଛି । ସ୍ୱାସ୍ଥ୍ୟ ପରୀକ୍ଷା ଟିମରେ ଏଏନଏମ, ଅଙ୍ଗନୱାଡି କର୍ମୀ ପ୍ରମୁଖ ସାମିଲ ରହି ତଥ୍ୟ ସଂଗ୍ରହ କରୁଛନ୍ତି ।
ଘରକୁ ଘର ଯାଇ ସ୍ୱାସ୍ଥ୍ୟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର: କରୋନା ସଂକ୍ରମଣ ବଢୁଥିବାବେଳେ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହୋଇଛି ଡୋର ଟୁ ଡୋର୍ ହେଲଥ ସ୍କ୍ରିନିଂ । ଘରକୁ ଘର ଯାଇ ସ୍ୱାସ୍ଥ୍ୟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି । ପରିବାରର ସମସ୍ତ ସଦସ୍ୟଙ୍କ ଥର୍ମାଲ ସ୍କ୍ରିନିଂ ଓ ଅକ୍ସି ମିଟରରେ ସ୍ୱାସ୍ଥ୍ୟ ଯାଞ୍ଚ କରାଯାଉଛି ।
ଧସିଗଲା ମାଟି

ଅର୍ଗସ ବ୍ୟୁରୋ : ଯାଜପୁର ସୁକିନ୍ଦା କାଳିଆପାଣି ପଞ୍ଚାୟତ ଗୁରୁଜଙ୍ଗ ଅଞ୍ଚଳରେ ଥିବା ଫେକର ବେଦାନ୍ତ କ୍ରୋମାଇଟ ମାଇନ୍ସରୁ ଧସିଗଲା ମାଟି । ଫେକର କମ୍ପାନୀ ୧୯୯୨ ମସିହା ଠାରୁ ୨୫ ଏକର ଜମି ଲିଜ୍ ନେଇ ମାଇନ୍ସ ଖୋଲିଥିଲେ । ପରେ ଏହା ଏବେ ବେଦାନ୍ତକୁ ହସ୍ତାନ୍ତର କରିଛି ଫେକର । ମାତ୍ର ଫେକର ଅଧିନରେ ଚାଲୁଥିବା ବେଳେ ସେହି ମାଇନ୍ସଟି ଅଧିକ ଗଭୀରତା ଯୋଗୁଁ ୨୦୧୪ ମସିହାରେ ଭୁଷୁଡ
Download Argus News App
