ଘଡ଼ଘଡ଼ି ବର୍ଷା ସହ ୪୦-୫୦ ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ଵର,ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼,ଖୋର୍ଦ୍ଧା। ଏଥିସହ ୬ ଜିଲ୍ଲା ରେ ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୁରଭଂଜ, ବାଲେଶ୍ଵର, ଯାଜପୁର, କଟକ, ଢେଙ୍କାନାଳ। ସେହିପରି ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅଧିକ ପଢନ୍ତୁ ଓଡିଶା ଖବର