କୋଟିଆ କୁ ନେଇ ଆନ୍ଧ୍ରପ୍ରଦେଶ ବିରୁଦ୍ଧରେ ଓଡ଼ିଶାର ନିରନ୍ତର ସଂଗ୍ରାମ କୁ ଶକ୍ତି ଦେବା ପାଇଁ ଆମ କୋଟିଆ ସଂଗଠନ ସମେତ ଅନେକ ସ୍ଥାନୀୟ ଓ ରାଜ୍ୟ ସ୍ତରୀୟ ଅନୁଷ୍ଠାନ ଓ ସଂଗଠନ ବିଭିନ୍ନ ସମୟରେ ନୂତନ ତଥ୍ୟ ଓ ପ୍ରମାଣ ଯୋଗାଇ ଓଡ଼ିଶାର ଦାବି କୁ ଶକ୍ତି ପ୍ରଦାନ କରିଛନ୍ତି। ଆଜି ଏହି ସଂଗ୍ରାମର ଯାତ୍ରାରେ ଇଷ୍ଟର୍ନ ଇଣ୍ଡିଆ ଫିଲାଟେଲିକ ଆସୋସିଏସନ , ଇପିଏ ର ବରିଷ୍ଠ କର୍ମକର୍ତା ଅନୀଲ ଧୀର ଓ ବିଶ୍ୱଜିତ ମହାନ୍ତି ଙ୍କ ସମେତ ଅବିଭକ୍ତ କୋରାପୁଟ ଜିଲ୍ଲାର ପୂର୍ବତନ ଜିଲ୍ଳାପାଳ ସଂଜୀବ ହୋତା କୋଟିଆ ପୋଷ୍ଟ ଅଫିସ ଯାଇ ସ୍ୱତନ୍ତ୍ର କୋଟିଆ ନାଁ ମୁଦ୍ରିତ ଲଫାଫା ର ଉନ୍ମୋଚନ କରି ସେହି ପୋଷ୍ଟ ଅଫିସ ରୁ ଦେଶର ବିଭିନ୍ନ ସ୍ଥାନକୁ ଶତାଧିକ ଲଫାଫା କୋଟିଆ ପୋଷ୍ଟ ଅଫିସ ମୁଦ୍ରା ସହ ପ୍ରେରଣ କରିଛନ୍ତି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର