ହାତୀ ପଲକୁ ଦେଖି ଲୋକେ ଆତଙ୍କିତ ହୋଇ ପଡିଛନ୍ତି। ବନବିଭାଗ ଏନେଇ ପଦକ୍ଷେପ ନେଉ ବୋଲି ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ବାରମ୍ୱାର ଖାଦ୍ୟ ଅନ୍ୱେଷଣରେ ଗାଁ ମୁହାଁ ହେଉଛନ୍ତି ହାତୀ ପଲ। ଯାହା ଫଳରେ ସେମାନେ ଅନେକ ଜିନିଷ ନଷ୍ଟ କରୁଛନ୍ତି। ଗ୍ରାମବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଓଡିଶା ଖବର ଆହୁରି ପଢ଼ନ୍ତୁ ।