ଘର ଭିତରେ ପରିବାର ଶୋଇଥିବା ବେଳେ ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତୀ ଯାଇଛନ୍ତି। ସେହିପରି କାହ୍ନୁ ସିଂ ଙ୍କ ବାଡ଼ ଭାଙ୍ଗି ଆସବାପତ୍ର ନଷ୍ଟ କରିଛନ୍ତି। ମୋହନ ସିଂ ଙ୍କ ପରିବାର ମଧ୍ୟ ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।ରାତି ସାରା ଗାଁଲୋକେ ଉଜାଗର ହୋଇ ହାତୀଙ୍କ ପାଖରୁ ପରିବାରଙ୍କୁ ସୁରକ୍ଷା ଦେବାରେ ଲାଗି ପଡିଛନ୍ତି। ତେବେ ବନ ବିଭାଗ ଆସି ହାତୀ ଘଉଡ଼ାଇ ଥିବା ବେଳେ ଦୁଇଟି ହାତୀ କୁଳଡିହା ଅଭୟାରଣ୍ୟ ସୀମାନ୍ତ ଜଙ୍ଗଲରେ ରହିଛନ୍ତି। ତେବେ କ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତା ପ୍ରଦାନ କରିବାକୁ ଦାବି ହୋଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର