ଏହାପରେ ସରୋଜଙ୍କ ସହ ହୋଇ ନାହିଁ କୌଣସି ଯୋଗାଯୋଗ। ପରିବାର ଲୋକ ଏନେଇ କ୍ୟାପିଟାଲ ଥାନା ରେ ଜଣାଇଛନ୍ତି।
ସୂଚନା ଅନୁଯାୟୀ, ଗତ ୧୨ ତାରିଖରୁ ସରୋଜ ଭୁବନେଶ୍ୱର ୟୁନିଟ-୬ ସ୍ଥିତ ଘରକୁ ଯାଇଥିଲେ । ହେଲେ ଦୀର୍ଘ ସମୟ ଧରି ଘରକୁ ନଫେରିବାରୁ ଘର ଲୋକେ ତାଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ । ହେଲେ କୌଣସି ସୁଫଳ ମିଳିନଥିଲା । ଶେଷରେ ପୁଅ ଥାନାରେ ଏତଲା ଦେଇଥିଲେ ।
ଆହୁରି ଅଧିକ ଓଡିଶାର ଅନ୍ଯାନ୍ଯ ତାଜା ଖବର ପଢ଼ନ୍ତୁ...