ଅଧିକ ପଢନ୍ତୁ: ଏମିତି ମୃତ୍ୟୁ କାହାରିକୁ ନଆସୁ
ଘଟଣା ସ୍ଥଳରେ ଲଖନା ପୋଲିସ୍ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଅଟକ ରଖିବା ସହ ଶବ ଜବତ କରି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି। ମୃତକ ବାଇକ ଆରୋହୀ ପୋଲିସ ବିଭାଗରେ କାର୍ଯ୍ୟରତ ଥିଲେ। ନିଜ ପୁଅକୁ ଚିକିତ୍ସା ପାଇଁ ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟ କୁ ଆସୁଥିଲା ବେଳେ ଏହି ଦୁର୍ଘଟଣା ଘଟିଛି।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ