ଅଧିକ ପଢନ୍ତୁ ଓଡିଶା ଖବର
ବାପା ଙ୍କୁ ଉଦ୍ଧାର କରିବାକୁ ଯାଇ ପୁଅ ମଧ୍ୟ ଗୁରୁତର ଅଛନ୍ତି । ଗ୍ରାମବାସୀ ଉଦ୍ଧାର କରି ନିକଟସ୍ଥ ଆଡ଼ପଡା ମେଡିକାଲ ରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ବାପା କୋରାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ପୁଅ ଅଚେତ ହୋଇ ପଡିରହିଥିବା ବେଳେ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।