ପୁରୁଣା କୁଳର ବ୍ୟବହାର ପରେ ଏହି ଲକ୍ଷଣ ଦେଖାଦେଇଥିବା ଜଣାପଡିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର । ଗତ ଏପ୍ରିଲ 20 ତାରିଖରେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ଏବଂ ଘରେ ଆଇସୋସେଲନରେ ରହୁଥିଲେ। ରାଜ୍ୟରେ ଏହିପରି ଅନ୍ୟ କୌଣସି ମାମଲା ଚିହ୍ନଟ ହୋଇନାହିଁ।
ରାଜ୍ୟରେ ପ୍ରଥମ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ
ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଭୁବନେଶ୍ଵର: ଭୁବନେଶ୍ଵର ଦୟା ବ୍ରିଜରେ ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର । ବେଆଇନ ବାଲି ଚାଲାଣ ଟ୍ରକକୁ ଧରିବାକୁ ତହସିଲଦାର ପିଛା କରିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମହିଳା ଓ ଶିଶୁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଚି । ଦୁର୍ଘଟଣା ପାଇଁ ଦାୟୀ ତହସିଲଦାରଙ୍କୁ କିଛି ସମୟ ଅଟକ ରଖିବା ପରେ ସ୍ଥାନୀୟ ଲୋକ
Download Argus News App
