ପ୍ରଶାସନିକ ସ୍ତରରେ ବୈଠକକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବାସ୍ତବିକ ବିଭାଗୀୟ ଅଧିକାରୀମାନେ ସେତେଟା ତତ୍ପରତା ଦେଖାଇନାହାନ୍ତି । ରାସ୍ତା ମରାମତି, ନାଳ ସଫା, ବିଦ୍ୟୁତ ଇତ୍ୟାଦିର ଅବ୍ୟବସ୍ଥା ଏବେବି ପରିଲକ୍ଷିତ ହେଉଛି । ତେଣୁ ଏସବୁ ଭିତରେ ଆଗକୁ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ବିଭାଗ ଗୁଡିକ କେତେ ସକ୍ରିୟ ଅଛନ୍ତି ତାହାର ଆକ୍ସନ ପ୍ଲାନ, ରିପୋର୍ଟ ଦାଖଲ ପରେ ସ୍ପଷ୍ଟ ହେବ ।
ସମନ୍ବୟ ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ସେବାୟତ, ବୁଦ୍ଧିଜୀବୀ ଏବଂ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହିବେ ।
ଆହୁରି ପଢନ୍ତୁ ଓଡିଶା ଖବର...