ଆଜି କଟକ, ଭଦ୍ରକ, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୫୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୫ ହଜାର ୪୭୪ ଜଣ । ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୪୦ କୁ ବୃଦ୍ଧି ହୋଇଛି ।