ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ସ୍କୁଲ କଲେଜ ପିଲା ଯିବା ଆସିବା କରିବା ବେଳେ ଅନେକ ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହୋଇଛି l ଏହାର ନିଷ୍କାସନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଦାବି ହୋଇଛି ।
ଅର୍ଗସ ବ୍ୟୁରୋ : ପଶ୍ଚିମା ଝଡର ପ୍ରଭାବରେ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଫଳରେ ଦଶରଥପୁର ବ୍ଲକ ରାମବାଗ ରାସ୍ତା ଉପରେ କୁତ୍ରିମ ବନ୍ୟା ସୃଷ୍ଟି ହୋଇଛି । ବର୍ଷା ଯୋଗୁ ଗମନାଗମନ ବାଧା ପ୍ରାପ୍ତ ହୋଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ସ୍କୁଲ କଲେଜ ପିଲା ଯିବା ଆସିବା କରିବା ବେଳେ ଅନେକ ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହୋଇଛି l ଏହାର ନିଷ୍କାସନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଦାବି ହୋଇଛି ।